Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:21-25

Help us?
Click on verse(s) to share them!
21ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
22ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
23ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
24ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
25ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍‍ଗାର କରୁଅଛି।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:21-25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:21-25