Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:3-6

Help us?
Click on verse(s) to share them!
3ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
4ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
6ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:3-6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:3-6