Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:3-6 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:3-6 in ଓଡିଆ ବାଇବେଲ

3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
6 ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18 in ଓଡିଆ ବାଇବେଲ