Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:18-21

Help us?
Click on verse(s) to share them!
18ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
19ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
20ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍‍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ।
21ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:18-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:18-21