Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:2-4

Help us?
Click on verse(s) to share them!
2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
3ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
4ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:2-4ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:2-4