Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:2-4 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:2-4 in ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
3 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19 in ଓଡିଆ ବାଇବେଲ