Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-27

Help us?
Click on verse(s) to share them!
26ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
27ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-27ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-27