Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-27 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:26-27 in ଓଡିଆ ବାଇବେଲ

26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19 in ଓଡିଆ ବାଇବେଲ