Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:33-37

Help us?
Click on verse(s) to share them!
33ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।
34ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
35ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।
36ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
37ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:33-37ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:33-37