Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:4-6

Help us?
Click on verse(s) to share them!
4ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
6ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:4-6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:4-6