Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:4-6 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:4-6 in ଓଡିଆ ବାଇବେଲ

4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5 ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19 in ଓଡିଆ ବାଇବେଲ