Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:8-11

Help us?
Click on verse(s) to share them!
8ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
9ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
10ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
11ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:8-11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19:8-11