Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:11-12

Help us?
Click on verse(s) to share them!
11ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
12ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:11-12ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:11-12