Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:11-12 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:11-12 in ଓଡିଆ ବାଇବେଲ

11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 in ଓଡିଆ ବାଇବେଲ