Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:15-16

Help us?
Click on verse(s) to share them!
15ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
16ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:15-16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:15-16