Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:20-21

Help us?
Click on verse(s) to share them!
20ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
21ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:20-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:20-21