Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:5-8

Help us?
Click on verse(s) to share them!
5ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
6ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
7ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:5-8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:5-8