Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:7-10

Help us?
Click on verse(s) to share them!
7ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
10ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:7-10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20:7-10