Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:10-11

Help us?
Click on verse(s) to share them!
10ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।
11କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:10-11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:10-11