Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:12-14

Help us?
Click on verse(s) to share them!
12ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
13ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:12-14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:12-14