Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:12-15

Help us?
Click on verse(s) to share them!
12ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
13ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:12-15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:12-15