Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:14-20

Help us?
Click on verse(s) to share them!
14ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
16ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
17“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
18ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
19ଭଗ୍ନପାଦ, ଭଗ୍ନହସ୍ତ,
20କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:14-20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:14-20