Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:18-20

Help us?
Click on verse(s) to share them!
18ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
19ଭଗ୍ନପାଦ, ଭଗ୍ନହସ୍ତ,
20କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:18-20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:18-20