Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:3-6

Help us?
Click on verse(s) to share them!
3ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
4ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।
5ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
6ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:3-6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:3-6