Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:4-7

Help us?
Click on verse(s) to share them!
4ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।
5ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
6ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
7ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:4-7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21:4-7