Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-4

Help us?
Click on verse(s) to share them!
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
3ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
4ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-4ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:1-4