Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:19-21

Help us?
Click on verse(s) to share them!
19ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂ ପଶୁ ଉତ୍ସର୍ଗ କରିବେ।
20ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।
21ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:19-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:19-21