Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:2 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:2 in ଓଡିଆ ବାଇବେଲ

2 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22 in ଓଡିଆ ବାଇବେଲ