Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:28-29 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:28-29 in ଓଡିଆ ବାଇବେଲ

28 ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।
29 ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22 in ଓଡିଆ ବାଇବେଲ