Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:29-31

Help us?
Click on verse(s) to share them!
29ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।
30ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
31ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:29-31ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:29-31