Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:31-33

Help us?
Click on verse(s) to share them!
31ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
32ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।
33ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:31-33ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:31-33