Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:8-10

Help us?
Click on verse(s) to share them!
8ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
9ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
10ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:8-10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22:8-10