Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:11-13

Help us?
Click on verse(s) to share them!
11ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।
12ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।
13ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:11-13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:11-13