Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:18-20

Help us?
Click on verse(s) to share them!
18ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
19ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।
20ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:18-20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:18-20