Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:31-32 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:31-32 in ଓଡିଆ ବାଇବେଲ

31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
32 ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23 in ଓଡିଆ ବାଇବେଲ