Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:32-36

Help us?
Click on verse(s) to share them!
32ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
33ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
34“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
35ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:32-36ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:32-36