Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:32-36 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:32-36 in ଓଡିଆ ବାଇବେଲ

32 ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
33 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
34 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
35 ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23 in ଓଡିଆ ବାଇବେଲ