Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:40-43

Help us?
Click on verse(s) to share them!
40ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।
41ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
42ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
43ତହିଁରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:40-43ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:40-43