Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:5-9

Help us?
Click on verse(s) to share them!
5ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
6ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
7ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
8ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
9ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:5-9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:5-9