Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:5-9 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:5-9 in ଓଡିଆ ବାଇବେଲ

5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
7 ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
9 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23 in ଓଡିଆ ବାଇବେଲ