Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:12-14

Help us?
Click on verse(s) to share them!
12ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
13ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
14“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:12-14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:12-14