Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:12-14 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:12-14 in ଓଡିଆ ବାଇବେଲ

12 ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
13 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
14 “ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24 in ଓଡିଆ ବାଇବେଲ