Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:20-23 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:20-23 in ଓଡିଆ ବାଇବେଲ

20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
21 ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।
22 ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
23 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କଲେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24 in ଓଡିଆ ବାଇବେଲ