Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:3-7

Help us?
Click on verse(s) to share them!
3ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
4ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
5ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
6ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ।
7ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:3-7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:3-7