Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:8-9

Help us?
Click on verse(s) to share them!
8ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
9ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:8-9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:8-9