Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:2-3

Help us?
Click on verse(s) to share them!
2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
3ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:2-3ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:2-3