Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:2-3 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:2-3 in ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
3 ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 in ଓଡିଆ ବାଇବେଲ