Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:22-26

Help us?
Click on verse(s) to share them!
22ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।
23ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
24ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।
25ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।
26ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:22-26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:22-26