Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:35-36

Help us?
Click on verse(s) to share them!
35ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।
36ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:35-36ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:35-36