Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:39-40

Help us?
Click on verse(s) to share them!
39ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା ଦାସ ପରି ପରିଶ୍ରମ କରାଇବ ନାହିଁ।
40ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:39-40ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:39-40